ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ

ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ ନେଇ ପ୍ରଦେଶ ନିର୍ବାଚନ କମିଟି ବୈଠକ ଅବସରରେ ପିସିସି ସଭାପତି ସୂଚନା ଦେଇଛନ୍ତି।

ଆଗୁଆ ଟିକେଟ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ ବସିଛି। ବୈଠକରେ ନିର୍ବାଚନ କମିଟିର ୨୩ ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି। ପ୍ରଗମନ ଆପ୍‌ରେ ଆବେଦନ କରିଥିବା ଆଶାୟୀଙ୍କ ବିଷୟରେ ଆଲୋଚନା ହେଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes