ମାଲକାନାଗିରି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଆସନ୍ତା ୩ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ମାଲକାନାଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷା ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦କିମି ବେଗରେ ବହିବ ପବନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes