ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

କୋଭିଡ ମହାମାରୀର ବିପଦ ଏଯାଏଁ ଟଳି ନାହିଁ। ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ l ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes