ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ମାହାରପାଲି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ବ୍ଳକ ସ୍ତରୀୟ ସ୍ୱାସ୍ଥ୍ଯ ମେଳା ଅନୁଷ୍ଠିତ ହୋଇଯାଇଛି।
ଏଥିରେ ମୋଟ ୧୨୦୮ ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ମାଗଣା ଔଷଧ ବଣ୍ଟନ କରାଯାଇଥିଲା।
Credible Local News of Odisha