ମାହେଶ୍ୱରୀପୁର ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ନେଇ ତଦାରକ

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ରୋଡ ରେଳ ଜକସନ ମାହେଶ୍ୱରୀପୁର ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ କାର୍ଯ୍ୟ ନେଇ ରେଳ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ମିଳିତ ତଦାରକ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes