ମା ତାରାତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆଜି, ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଆଦି ଶକ୍ତିକ୍ଷେତ୍ର ମା ତାରାତାରିଣୀ ପୀଠର ରୂପାନ୍ତରଣ ପରେ ଆଜି ଏହାର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି l ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes