ମା’ ବନଦୁର୍ଗାଙ୍କ ଷୋଡଶ ଉପଚାର ପୂଜା

ଖୋର୍ଦ୍ଧା ଜିଲ୍ଲା ରାମେଶ୍ଵର ସ୍ଥିତ ମା’ ବନଦୁର୍ଗାଙ୍କ ପୀଠରେ ଷୋଡଶ ଉପଚାର ପୂଜା ଚାଲୁଅଛି।

ମା’ ବନଦୁର୍ଗାଙ୍କୁ ଶୈଳପୁତ୍ରୀ ବେଶରେ ପୂଜା କରାଯାଉଛି। ସକାଳୁ ମଙ୍ଗଳ ଆଳତି, ବାଳଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ଶପ୍ତଶତି ଚଣ୍ଡିପାଠ, ସନ୍ଧ୍ୟା ବାଳଭୋଗ, ଅଧରପଣା ଓ ମହାପ୍ରସାଦ ଅର୍ପଣ ପୂର୍ବକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes