ମା’ ହିଙ୍ଗୁଳା ପୀଠରେ ସଫେଇ କଲେ କେନ୍ଦ୍ରମନ୍ତ୍ରୀ

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ୱରୂପା ମା’ହିଙ୍ଗୁଳାଙ୍କ ପବିତ୍ର ପୀଠରେ ସଫେଇ କାର୍ଯ୍ୟରେ ସାମିଲ ହୋଇ ଶ୍ରମଦାନ କରିଛନ୍ତି ।

ମା’ ହିଙ୍ଗୁଳାଙ୍କ ଦର୍ଶନ କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆସନ୍ତା ଜାନୁଆରୀ ୨୨ ତାରିଖରେ ୫୦୦ ବର୍ଷର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes