ମିନିଟ୍ରକ ମାଲିକ ସଂଘର ରକ୍ତଦାନ ଶିବିର

ଅଲ ଓଡ଼ିଶା ମିନିଟ୍ରକ ମାଲିକ ସଂଘ ପକ୍ଷରୁ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆଧାରିତ ଏକ ରକ୍ତଦାନ ଶିବିର ଆଜି ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅନୁଷ୍ଠିତ ହୋଇଯାଇଛି l

ଏହାକୁ ବିଧାୟକ ସୁଶାନ୍ତ ରାଉତ ଓ ମେୟର ସୁଲୋଚନା ଦାସ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes