ଆଜି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି।
ଭଦ୍ରକ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।
Credible Local News of Odisha