ମିଶନ ଶକ୍ତି ଋଣ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି

ସ୍ୱୟଂ ସହାୟକ ଗୋଷ୍ଠୀ ନେଉଥିବା ବିନା ସୁଧରେ ଋଣ ପରିମାଣ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

ବିଧାନସଭାରେ ଏ ନେଇ ସୂଚନା ଦେଇଛନ୍ତି ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes