ମିଶନ ଶକ୍ତି ଗୃହ ସହ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ

ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରାହ୍ମଣବିଲ ପଞ୍ଚାୟତରେ ଆଜି ମିଶନ ଶକ୍ତି ଗୃହ ସହ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ଶୁଶାନ୍ତ କୁମାର ବେହେରା ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes