ମିଶନ ଶକ୍ତି ଭବନର ଭିତ୍ତିପ୍ରସ୍ତର ସ୍ଥାପନ

ଆଜି ଏକାମ୍ର ନିର୍ବାଚନ ମଣ୍ଡଳୀ ବିଜେବି ନଗର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ କାର୍ଯ୍ୟାଳୟ ପରିସରରେ ମହିଳାମାନଙ୍କୁ ଆତ୍ମ ନିର୍ଭରଶୀଳ କରିବା ଦିଗରେ ତେଜସ୍ଵୀନି ମହିଳା ମହାସଂଘ ର ଗୃହ ନିର୍ମାଣ ପାଇଁ ୩୮ଲକ୍ଷ ଟଙ୍କାରେ ମିଶନ ଶକ୍ତି ଭବନର ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।

କାର୍ଯ୍ୟକ୍ରମରେ ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଂହର,ଶିଶୁ ମଙ୍ଗଳ ଅଧିକାରୀ ସନ୍ଧ୍ୟାରଣି ଦେବୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes