ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ୟୁନିଫର୍ମ ବାବଦରେ ୭୩୦ କୋଟି ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

୫ ବର୍ଷରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes