ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଷ୍ଣବ ମହାନ୍ତିଙ୍କ ଦ୍ୱାରା ରଚିତ କ୍ଷୁଦ୍ର ଗଳ୍ପ ସଂକଳନ ‘ଶେଷ ଚିଠି’ ଓ ଆଧ୍ୟାତ୍ମିକ ଧର୍ମୀ ପୁସ୍ତକ ‘ଭାଗବତ କଥାମୃତ’ କୁ ଉନ୍ମୋଚନ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes