ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର।
ଗୃହରେ ବିଭ୍ରାନ୍ତିକର ତଥ୍ୟ ଦିଆଯାଇଥିବାରୁ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି। କୋର୍ଟ ମନିଟର୍ଡ ତଦନ୍ତ ଜୁଡ଼ିସିଆଲ ଅର୍ଡର ନୁହେଁ କହିଛନ୍ତି ନରସିଂହ। ଜଷ୍ଟିସ ଜେପି ଦାସଙ୍କ ନିଯୁକ୍ତି ନେଇ ଗୃହକୁ ବିଭ୍ରାନ୍ତ କରାଯାଇଛି। ନୋଟିସ ପାଇଥିବା କହି ଅନୁଧ୍ୟାନ କରାଯାଉଛି କହିଲେ ବାଚସ୍ପତି।