ମୁଖ୍ୟ ଶାସନ ସଚିବଙ୍କୁ ସୋକଜ ନୋଟିସ କଲେ ଏନଜିଟି

ହାତୀ କରିଡର ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ସମ୍ପର୍କିତ ମାମଲାରେ ସରକାର କଣ ପଦକ୍ଷେପ ନେଇଛନ୍ତି ତାହା ଜଣାଇବାକୁ ନିର୍ଦେଶ ଦେଇଛନ୍ତି ଏନଜିଟି।

ଆସନ୍ତା ଜାନୁୟାରୀ ୩୦ରେ ହେବାକୁ ଥିବା ପରବର୍ତ୍ତୀ ଶୁଣାଣି ଭିତରେ ଉତ୍ତର ରଖିବାକୁ କହିଛନ୍ତି ଏନଜିଟି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes