ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି କରି କେନ୍ଦ୍ର ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏବେ ଦେଶରେ କୋଭିଡ଼ ସଂକ୍ରମଣ କମ୍ ଥିଲେ ବି ପ୍ରସ୍ତୁତ ରହିବାକୁ ପଡ଼ିବ। ଭବିଷ୍ୟତରେ କିଛି ଚାଲେଂଜ ଆସିଲେ ମୁକାବିଲା ଲାଗି ପ୍ରସ୍ତୁତ ରୁହ, ଅକ୍ସିଜେନ ପ୍ରସ୍ତୁତକାରୀ ପ୍ଲାଣ୍ଟ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଇବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର।