ମେଲେରିଆ,ଡେଙ୍ଗୁ ଓ ଡାଇରିଆ ସଚେତନତା ବୈଠକ

ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ମେଲେରିଆ, ଡେଙ୍ଗୁ ଓ ଡାଇରିଆ ସଚେତନତା କାର୍ଯ୍ୟକ୍ରମ ସମ୍ବନ୍ଧୀୟ ବୈଠକ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।

ବୈଠକରେ ଜିଲ୍ଲାପାଳ ଶ୍ରୀ ସାମଲ ମେଲେରିଆ, ଡେଙ୍ଗୁ ଓ ଡାଇରିଆ ଭଳି ରୋଗ ଗୁଡ଼ିକର ନିରାକରଣ ନିମନ୍ତେ ସଚେତନତାର ଆବଶ୍ୟକତା ଗୁରୁତ୍ୱାରୋପ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes