ମେ’ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ

ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ମେ’ ଶେଷ ସପ୍ତାହ ସୁଦ୍ଧା +୨ ପରୀକ୍ଷା ଫଳ ବାହାରିପାରେ। ଖୁବ୍‌ଶୀଘ୍ର ତାରିଖ ଘୋଷଣା କରାଯିବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes