ମେ ୧୦ରେ ହେବ ଝାରସୁଗୁଡ଼ା ଉପନିର୍ବାଚନ

ଏପ୍ରିଲ ୧୩ରେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି, ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ଘୋଷଣା କରିଛନ୍ତି ସିଇସି।

୨୧ରେ ଯାଞ୍ଚ, ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେ’ ୧୩ରେ ଭୋଟ ଗଣତି ହେବ। ନବ ଦାସଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes