ମେ’ ୧୩ ତାରିଖରେ ଏହି ନିର୍ବାଚନୀ ମଣ୍ଡଳୀଗୁଡ଼ିକରେ ଭୋଟ୍‌ ଗ୍ରହଣ

ମେ’ ୧୩ ତାରିଖରେ ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ , କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡିରେ ଭୋଟ ଗ୍ରହଣ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes