ମେ’ ୨୦ ତାରିଖରେ ଏହି ନିର୍ବାଚନୀ ମଣ୍ଡଳୀଗୁଡ଼ିକରେ ଭୋଟ୍‌ ଗ୍ରହଣ

ମେ’ ୨୦ ତାରିଖରେ ତଲସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟଲାଗଡ଼, କଣ୍ଟାବାଞ୍ଝି, ବାଲିଗୁଡ଼ା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲା, ଭଞ୍ଜନଗର ପୋଲସରା, କବିସୂର୍ଯ୍ୟ ନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଓ ହିଞ୍ଜିଳିରେ ଭୋଟ ଗ୍ରହଣ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes