ମେ’ ୨୮ରେ ଘୋଷଣା ହେବ +୨ ପରୀକ୍ଷା ଫଳ ତାରିଖ

ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ ଏବଂ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।

ମେ’ ୩୦ କିମ୍ବା ୩୧ରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ ଏବଂ ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes