ମେ’ ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ

SAMS ପୋର୍ଟାଲ ଜରିଆରେ ଆବେଦନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଜୁନ ୨୦ ଆବେଦନ କରିବାର ଶେଷ ତାରିଖ ଥିବାବେଳେ ଜୁନ ୨୮ ତାରିଖରେ ପ୍ରକାଶ ପାଇବ ପ୍ରଥମ ମେରିଟ୍‌ ଲିଷ୍ଟ ।

Leave a Comment

This site uses Akismet to reduce spam. Learn how your comment data is processed.

Leave a Comment Cancel reply

This site uses Akismet to reduce spam. Learn how your comment data is processed.

Exit mobile version