ମେ’ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

୩୧ ସୁଦ୍ଧା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ।

ଏ ନେଇ CHSE ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes