ମେ’ ୪ରେ ଘୂର୍ଣ୍ଣିବଳୟ ସମ୍ଭାବନା, ୫ରେ ଲଘୁଚାପ ଆଶଙ୍କା

ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ମେ ୪ ତାରିଖରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି | ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes