ମୋଦି ସରକାରଙ୍କ ୮ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ

ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ୮ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଭବାନୀପାଟଣା ବିଜେପି କାର୍ଯ୍ୟାଳୟ ଠାରେ ସେବା ଓ ସୁଶାସନ ନେଇ ଏକ କାର୍ଯ୍ୟକ୍ରମ ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଥିଲା।

ଏଥିରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ଯୋଗଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes