ମୋଦି ସରକାର ୮ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ପ୍ରସ୍ତୁତି ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରର ୮ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ପ୍ରସ୍ତୁତି ବୈଠକ ଆଜି ବିଜେପି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି l

ଏଥିରେ ବିଭିନ୍ନ କାର୍ଯ୍ୟକ୍ରମ ରୂପରେଖ ପ୍ରସ୍ତୁତ କରାଯାଇଥିବା ବେଳେ ବୈଠକ ରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ଜିଲ୍ଲା ସଭାପତି ବାବୁ ସିଂ, ପ୍ରଭାରୀ ଭୁବନ ଜେନା, ସମସ୍ତ ବିଧାୟକ ପାର୍ଥୀ, ମେୟର ପାର୍ଥୀ, କର୍ପୋରେଟର, କର୍ପୋରେଟର ପାର୍ଥୀ, ଦଳୀୟ ନେତୃତ୍ୱ ଏବଂ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes