ମୋବାଇଲ ଟାୱାର ସ୍ଥାପନ ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ଼ ବ୍ଳକର ଭୋଟିଂ ପଞ୍ଚାୟତବାସୀ ଆଜି ମୋବାଇଲ ଟାୱାର ସ୍ଥାପନ ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes