ମୟୁରଭଞ୍ଜରେ ଦିନକରେ 78 କରୋନା ପଜିଟିଭ July 26, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରେ 78 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l