ଆଦିବାସୀ ଭାଷା ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ଆଜି ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦେଇଛନ୍ତି ଆଦିବାସୀ ସଙ୍ଗଠନ।
ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।
Credible Local News of Odisha