ଯାତ୍ରୀବାହୀ ବସ୍‌କୁ ମୁହାଁମୁହିଁ ପିଟିଲା ଟ୍ରକ୍‌, ୧୫ ଆହତ

ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

୧୫ ଆହତଙ୍କ ମଧ୍ୟରେ ୫ ଗୁରୁତର ଅଛନ୍ତି। ସେମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ୪୦ ଯାତ୍ରୀଙ୍କୁ ଧରି ବସ୍‌ଟି ବଡ଼ମ୍ବାରୁ ବଲାଙ୍ଗିର ଯାଉଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes