ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିଛି ଡଙ୍ଗା

ଜହ୍ନିକୁଦାରୁ ସାତପଡ଼ା ଯାଉଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଚିଲିକାରେ ଫସିଲା ଡଙ୍ଗା।

ଡଙ୍ଗାରେ ୧୦ଟି ବାଇକ ଓ ୩୦ ଜଣ ଯାତ୍ରୀ ଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes