ଯାଲୋଏ ଠାରେ ବ୍ଲକସ୍ତରୀୟ ସ୍ୱାସ୍ଥ୍ୟ ମେଳା ଆରମ୍ଭ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଯାଲୋଏ ଠାରେ ଉଲୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ବ୍ଲକସ୍ତରୀୟ ସ୍ୱାସ୍ଥ୍ୟ ମେଳା ଆରମ୍ଭ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes