ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗରେ ୫ ଅଟକ

କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ମଶିଣାଯୋଡ଼ିରେ ଭୋଜି ବେଳେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ହତ୍ୟା ଅଭିଯୋଗରେ ୫ ଜଣଙ୍କୁ ଅଟକ ରଖିଛି ଦୈତାରୀ ଥାନା ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes