ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର ଜିଲ୍ଲା ପାଟଣା ଥାନା ଭାଲିଆଡାଳ ଗ୍ରାମ ନିକଟରେ ଥିବା ଏକ କାଜୁ ଜଙ୍ଗଲରୁ ମଙ୍ଗଳବାର ଅପରାହ୍ନରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି l

ମୃତକଙ୍କ ପରିଚୟ ମିଳିଥିବା ବେଳେ ଆତ୍ମହତ୍ୟାର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ପାଟଣା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes