କେନ୍ଦୁଝର ଜିଲ୍ଲା ପାଟଣା ଥାନା ମୂଷାଖୋରୀ ପଂଚାୟତ ଦକ୍ଷିଣ ପଶି କାଜୁ ଜଙ୍ଗଲରୁ ବୁଧବାର ଜଣେ ୨୫ ବର୍ଷ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।
ମୃତଯୁବକ ଜଣକ ହେଉଛନ୍ତି ମୂଷାଖରୀ ପଞ୍ଚାୟତ ଧନୁର୍ଯ୍ୟୟପୁର କାଶିଆ ଗ୍ରାମର ସଞ୍ଜନ ମହାରଣା । ପୁଲିସ ଘଟଣାର ତଦନ୍ତ କରୁଛି।
Credible Local News of Odisha