ଯୁବ କବିଙ୍କୁ ମାଟିଲଗ୍ନାର ମହାରଥୀ ସମ୍ମାନରେ ସମ୍ମାନିତ

ଟିଟିଲାଗଡ଼ କଲ୍ୟାଣ ମଣ୍ଡପ ଠାରେ ୭୧ ତମ ରାଜ୍ୟ ସ୍ତରୀୟ ବସନ୍ତ ସାରସ୍ବତ ସମାରୋହରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦେଉଳମୁଣ୍ଡା ଗ୍ରାମର ଯୁବ କବି ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ମାଟିଲଗ୍ନା ମହାରଥୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି।

ଫଳରେ ଅଞ୍ଚଳର ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଥିବା ଜଣାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes