ଯୁବ ବିଜୁ ଜନତା ଦଳ ସଂଗଠନ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ଦେଉଗାଁ ଗ୍ରାମରେ ବିଜୁ ଜନତା ଦଳ ଯୁବ ସଂଗଠନ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବା ବେଳେ ୧୩୫ ୟୁନିଟ ରକ୍ତ ସଂଗ୍ରହ ହୋଇଛି।

ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ
ଯୋଗଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes