ଯୋଗାଣ ମନ୍ତ୍ରୀଙ୍କ ବାସଭବନ ଘେରାଉ

ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ସରକାରୀ ବାସଭବନ ଘେରାଉ କରିଛି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ ।

ଚାଷ ବଞ୍ଚାଅ, ଚାଷୀ ବଞ୍ଚାଅ, ଦେଶ ବଞ୍ଚାଅ ନାରା ଦେଇ ବିକ୍ଷୋଭ କରିଛନ୍ତି ସଦସ୍ୟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes