ଯୋଗେଶ୍ଵର ମନ୍ଦିରରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବାର୍ଷିକ ଅଧିବେଶନ

ସୋନପୁର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବାର୍ଷିକ ଅଧିବେଶନ ଛନ୍ ଛନ ଡୁଙ୍ଗୁରି ଯୋଗେଶ୍ଵର ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l

ଜିଲ୍ଲା ସଭାପତି ଗୈାରେଖନାଥ ସାହୁଙ୍କ ଅଧ୍ଯକ୍ଷରେ ଅନୁଷ୍ଠିତ ଅଧିବେଶନରେ ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳରୁ ବହୁ ସଂଖ୍ୟାରେ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା ଓ ବିଭିନ୍ନ ପ୍ରତି ଯୋଗିତା ଅନୁଷ୍ଠିତ ହୋଇ ପୁରସ୍କୃତ କରାଯାଇଥିଲା ଆଗାମି ଫେବୃଆରି ମାସରେ ରୋପ୍ଯ ଜୟନ୍ତୀ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes