ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ଖରମୁଣ୍ଡା ଗ୍ରାମରେ
ବିଜୁ ଯୁବ ଜନତା ଦଳ ପକ୍ଷରୁ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।
ମୁଖ୍ୟ ଅତିଥି ଭାବେ ବିଜେଡି ଯୁବ ନେତା ସୁବ୍ରତ ସିଂ ଯୋଗଦେଇଛନ୍ତି।
Credible Local News of Odisha