ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ପୋଲିସ ପକ୍ଷରୁ ଥାନ ପରିସରରେ ଆଜି ସ୍ବେଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭୪ ୟୁନିଟ ରକ୍ତ ସଂଗ୍ରହ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ଯୋଗଦେଇ ଥିଲେ।
Credible Local News of Odisha