ରଘୁନାଥପୁର ସ୍ପ୍ରିଙ୍ଗ ଲିଫ୍ ଆପାର୍ଟମେଣ୍ଟରୁ ଚୋରି

ଆପାର୍ଟମେଣ୍ଟର ଏକ ଫ୍ଲାଟରୁ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି।

ନନ୍ଦନକାନନ ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version