ରଣଜିତ ପୂର୍ବତନ ପିଇଓ ଗୌରାଙ୍ଗ ଦେହୁରୀ ନିଲମ୍ବିତ

ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ରଣଜିତ ପଞ୍ଚାୟତର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଗୌରାଙ୍ଗ ଚରଣ ଦେହୁରୀଙ୍କୁ  କର୍ତ୍ତବ୍ୟରେ ଅବହେଳା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା ଅଭିଯୋଗରେ ଆଜି ଜିଲ୍ଲାପାଳ ତ୍ରିଲୋଚନ ମାଝୀ ନିଲମ୍ବିତ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes