ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ପାଇଁ ସୋମବାର ଅପରାହ୍ନରେ ଜିଲ୍ଲାପାଳ ଆଶିଷ ଠାକରେଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଛି।

ପ୍ରାରମ୍ଭରେ କେନ୍ଦୁଝର ଉପଜିଲ୍ଲାପାଳ ତଥା ମନ୍ଦିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ବିଭିନ୍ନ ଦିବସରେ ପାଳନ ହେବାକୁ ଥିବା ନିତି, ବେଶ,ସମୟ ନିର୍ଘଣ୍ଟ, କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ।କେନ୍ଦୁଝର ଏସପି ମିତ୍ରଭାନୁ ମହାପାତ୍ର, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ, ସଦର ବିଧାୟକ ମୋହନ ଚରଣ ମାଝୀ, ରାଜା ଧନଞ୍ଜୟ ନାରାୟଣ ଭଞ୍ଜଦେଓ,ସମେତ ବହୁ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes