ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପବିତ୍ର ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବା ସହ ଭଗବାନ ଜଗନ୍ନାଥଙ୍କ ଆଶୀର୍ବାଦରେ ସମସ୍ତଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes