ରଥରେ ରିଲିଜ ହେବ ‘ବିଦ୍ୟାରାଣ’

ବାବୁଶାନ ଓ ଶିବାନୀଙ୍କ ଅଭିନୀତ ତଥ୍ୟ ପ୍ରଡକ୍ସନ୍ ସିନେମା ‘ବିଦ୍ୟାରାଣ’ ଆସନ୍ତା ରଥଯାତ୍ରାରେ ରିଲିଜ ହେବାକୁ ଯାଉଛି ବୋଲି ଅଡିଓ ରିଲିଜରେ ଘୋଷଣା ହୋଇଛି l

ଏହାର ପ୍ରଯୋଜନା ଭାର ସମ୍ଭାଳିଛନ୍ତି ନିରଞ୍ଜନ ନାୟକ l କାହାଣୀ ସାଙ୍ଗକୁ ନିର୍ଦ୍ଦେଶନା ଭାର ବହନ କରିଛନ୍ତି ଜ୍ୟୋତିଦାସ l ସଂଳାପ ଲେଖିଛନ୍ତି ବାପୁ ଗୋସ୍ଵାମୀ l ଗୀତ ନିର୍ମଳ ନାୟକ ଓ ବାପୁ ଗୋସ୍ଵାମୀ ଲେଖିଥିଲା ବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ବୈଦ୍ୟନାଥ ଦାଶ l ଏହି ସିନେମା ଦର୍ଶକଙ୍କ ମନୋରଞ୍ଜନ କରିବ ବୋଲି ନିର୍ଦ୍ଦେଶକ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes