ରଥିପଡାରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ରଥିପଡା ଠାରେ ଆଜି ପବିତ୍ର ପଞ୍ଚୁକ ଅବସରରେ ୩୫ ତମ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି।‌ ପୂଜକ ଘନଶ୍ୟାମ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସିଧେ ମେହେର କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes